Online Bible

- Reklamy -




ମାର୍କ 12:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ସ୍ୱୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ୱାରା ପୂର୍ଣ୍ଣ ହୋଇ କହିଥିଲେ, ‘ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ସ୍ଵୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ଵାରା ଆବିଷ୍ଟ ହୋଇ କହିଥିଲେ, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।

Viz kapitola kopírovat

ଓଡିଆ ବାଇବେଲ

36 ସ୍ୱୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ୱାରା ପୂର୍ଣ୍ଣ ହୋଇ କହିଥିଲେ, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

36 “ଧର୍ମଗୁରୁମାନେ କାହିଁକି କହନ୍ତି, ମସୀହ ଦାଉଦଙ୍କ ବଂଶଧର ବୋଲି? ପବିତ୍ର ଆତ୍ମାଙ୍କଠାରୁ ପ୍ରେରଣା ପାଇ ଦାଉଦ କହିଛନ୍ତି: ‘ଈଶ୍ୱର ମୋ’ ପ୍ରଭୁଙ୍କୁ କହିଲେ, ଆମେ ତୁମର ସମସ୍ତ ଶତ୍ରୁଙ୍କୁ ତୁମ ପଦାନତ କରିବା ପର୍ଯ୍ୟନ୍ତ, ତୁମେ ଆମର ଦକ୍ଷିଣ ପାଶ୍ୱର୍ରେ ବସିଥାଅ।’

Viz kapitola kopírovat

ପବିତ୍ର ବାଇବଲ

36 ସ୍ୱୟଂ ଦାଉଦ ପବିତ୍ରଆତ୍ମାଙ୍କ ସାହାଯ୍ୟରେ କହିଥିଲେ, ‘ପ୍ରଭୁ ପରମେଶ୍ୱର ମୋର ପ୍ରଭୁଙ୍କୁ କହିଥିଲେ: ତୁମ୍ଭେ ମୋ’ ପାଖରେ, ମୋହର ଡାହାଣ ପଟେ ବସ, ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ଅଧୀନକୁ ନେଇ ଆସିବି।’

Viz kapitola kopírovat




ମାର୍କ 12:36

Následuj nás:

Reklamy


Reklamy