ମାର୍କ 12:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସର୍ବସାଧାରଣ ଲୋକେ ଆନନ୍ଦରେ ତାହାଙ୍କ କଥା ଶୁଣୁଥିଲେ। ପୁନଶ୍ଚ, ସେ ଆପଣା ଶିକ୍ଷା ମଧ୍ୟରେ କହିଲେ, “ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ବସ୍ତ୍ର ପରିଧାନ କରି ଭ୍ରମଣ କରିବାକୁ, ପୁଣି, ହାଟ ବଜାରରେ ନମସ୍କାର, Viz kapitolaପବିତ୍ର ବାଇବଲ (Re-edited) - (BSI)38 ସର୍ବସାଧାରଣ ଲୋକେ ଆନନ୍ଦରେ ତାହାଙ୍କ କଥା ଶୁଣୁଥିଲେ। ପୁନଶ୍ଚ, ସେ ଆପଣା ଶିକ୍ଷା ମଧ୍ୟରେ କହିଲେ, ଶାସ୍ତ୍ରୀମାନଙ୍କଠାରୁ ସାବଧାନଣ! ସେମାନେ ଦୀର୍ଘ ବସନ ପରିଧାନ କରି ଭ୍ରମଣ କରିବାକୁ, ପୁଣି ହାଟ ବଜାରରେ ନମସ୍କାର!, Viz kapitolaଓଡିଆ ବାଇବେଲ38 ସର୍ବସାଧାରଣ ଲୋକେ ଆନନ୍ଦରେ ତାହାଙ୍କ କଥା ଶୁଣୁଥିଲେ । ପୁନଶ୍ଚ, ସେ ଆପଣା ଶିକ୍ଷା ମଧ୍ୟରେ କହିଲେ, ଶାସ୍ତ୍ରୀମାନଙ୍କଠାରୁ ସାବଧାନ ! ସେମାନେ ଲମ୍ବା ପୋଷାକ ପରିଧାନ କରି ଭ୍ରମଣ କରିବାକୁ, ପୁଣି, ହାଟ ବଜାରରେ ନମସ୍କାର, Viz kapitolaପବିତ୍ର ବାଇବଲ (CL) NT (BSI)38 ଥରେ ଗୋଟିଏ ବିରାଟ ଜନତା ଆଗ୍ରହରେ ଯୀଶୁଙ୍କ କଥା ଶୁଣୁଥିଲେ। Viz kapitolaପବିତ୍ର ବାଇବଲ38 ଯୀଶୁ ଶିକ୍ଷା ଦେଇ ଗ୍ଭଲିଥିଲେ। ସେ କହିଲେ, “ଧର୍ମଶାସ୍ତ୍ରୀମାନଙ୍କଠାରୁ ସାବଧାନ ରୁହ। ସେମାନେ ଲମ୍ବା ଲମ୍ବା ରାଜକୀୟ ପୋଷାକ ପିନ୍ଧି ଏଣେ ତେଣେ ବୁଲିବାକୁ ଭଲ ପାଆନ୍ତି। ସେମାନେ ଭଲ ପାଆନ୍ତି ଯେ, ଲୋକେ ତାହାଙ୍କୁ ହାଟ ବଜାରରେ ସମ୍ମାନ ଦେଖାନ୍ତୁ। Viz kapitola |