ମାର୍କ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସେହି ବ୍ୟକ୍ତି କୃଷକମାନଙ୍କ ନିକଟକୁ ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାର ମଧ୍ୟ ମୁଣ୍ଡ ଫଟାଇଦେଲେ ଓ ତାହାକୁ ଅପମାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେ ପୁଣି ସେମାନଙ୍କ ନିକଟକୁ ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାର ମଧ୍ୟ ମୁଣ୍ତ ଫଟାଇଦେଲେ ଓ ତାହାକୁ ଅପମାନ କଲେ। Viz kapitolaଓଡିଆ ବାଇବେଲ4 ପୁଣି, ସେହି ବ୍ୟକ୍ତି କୃଷକମାନଙ୍କ ନିକଟକୁ ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାର ମଧ୍ୟ ମୁଣ୍ଡ ଫଟାଇଦେଲେ ଓ ତାହାକୁ ଅପମାନ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)4 କ୍ଷେତର ମାଲିକ ଆଉ ଜଣେ ଦାସକୁ ପଠାଇଲେ। ଚାଷୀମାନେ ତା’ ପ୍ରତି ମଧ୍ୟ ଦୁର୍ବ୍ୟବହାର କଲେ ଏବଂ ମାଡ଼ ଦେଇ ତା’ ମୁଣ୍ଡ ଫଟାଇ ଦେଲେ। Viz kapitolaପବିତ୍ର ବାଇବଲ4 ତା'ପରେ ସେହି ଲୋକଟି ଆଉ ଜଣେ ଗ୍ଭକରକୁ ସେମାନଙ୍କ ପାଖକୁ ପଠାଇଲା। ସେମାନେ ଏହି ଗ୍ଭକରର ମୁଣ୍ଡକୁ ପିଟିଲେ ଓ ତାକୁ ଅପମାନ ଦେଲେ। Viz kapitola |