ମାର୍କ 12:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହିସବୁ ପକାଇଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)44 କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହିସବୁ ପକାଇଲା। Viz kapitolaଓଡିଆ ବାଇବେଲ44 କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହି ସବୁ ପକାଇଲା । Viz kapitolaପବିତ୍ର ବାଇବଲ (CL) NT (BSI)44 ଧନୀ ଲୋକମାନେ ସେମାନଙ୍କର ବଳକା ଧନରୁ ଦେଇଛନ୍ତି, କିନ୍ତୁ ଏହି ସ୍ତ୍ରୀ ଲୋକଟି ତା’ର ଦାରିଦ୍ର୍ୟ ସତ୍ତେ୍ୱ ତା’ ପାଖରେ ଯାହା କିଛି ସମ୍ବଳ ଥିଲା, ସବୁ ଦେଇ ଦେଇଛି।” Viz kapitolaପବିତ୍ର ବାଇବଲ44 କାରଣ ଧନୀ ଲୋକମାନଙ୍କ ପାଖରେ ପ୍ରଚୁର ଅଛି। ସେମାନେ ତାହାଙ୍କର ଦରକାର ନ ଥିବା ବଳକା ଅର୍ଥରୁ ହିଁ ଦାନ ଦେଇଛନ୍ତି। କିନ୍ତୁ ଏହି ବିଧବାଟି ବହୁତ ଗରିବ। ଏହି ଗରିବଟି ନିକଟରେ ଯାହା ଥିଲା, ସେ ସବୁତକ ଦାନ ସ୍ୱରୂପ ଦେଇ ଦେଇଛି। ତା'ର ଚଳିବା ପାଇଁ ସେତିକି ମାତ୍ର ସମ୍ବଳ ଥିଲା।” Viz kapitola |