ମାର୍କ 12:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେଥିରେ ସେମାନେ ତାହାଙ୍କୁ ଧରି ବଧ କଲେ ଓ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେଥିରେ ସେମାନେ ତାଙ୍କୁ ଧରି ବଧ କଲେ ଓ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇଦେଲେ। Viz kapitolaଓଡିଆ ବାଇବେଲ8 ସେଥିରେ ସେମାନେ ତାହାଙ୍କୁ ଧରି ବଧ କଲେ ଓ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)8 ଏହା କହି ସେମାନେ ମାଲିକର ପୁଅକୁ ଧରି ହତ୍ୟା କଲେ ଏବଂ ଶବକୁ କ୍ଷେତ ବାହାରେ ଫୋପାଡ଼ି ଦେଲେ।” Viz kapitolaପବିତ୍ର ବାଇବଲ8 ତେଣୁ କୃଷକମାନେ ମାଲିକର ପୁଅକୁ ଧରି ନେଇ ଜୀବନରେ ମାରିଦେଲେ ଓ ଦ୍ରାକ୍ଷାକ୍ଷେତ୍ର ବାହାରକୁ ଫିଙ୍ଗିଦେଲେ। Viz kapitola |