ମାର୍କ 13:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ। Viz kapitolaଓଡିଆ ବାଇବେଲ27 ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ । Viz kapitolaପବିତ୍ର ବାଇବଲ (CL) NT (BSI)27 ତାଙ୍କର ମନୋନୀତ ଲୋକମାନଙ୍କୁ ଜଗତର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ଯାଏ ଖୋଜି ସଂଗ୍ରହ କରିବା ପାଇଁ ସେ ତାଙ୍କ ସ୍ୱର୍ଗଦୂତମାନଙ୍କୁ ଚତୁର୍ଦ୍ଦିଗ ପଠାଇବେ। Viz kapitolaପବିତ୍ର ବାଇବଲ27 ମନୁଷ୍ୟପୁତ୍ର ପୃଥିବୀର ଗ୍ଭରି ଆଡ଼କୁ ତାହାଙ୍କ ସ୍ୱର୍ଗ ଦୂତମାନଙ୍କୁ ପଠାଇବେ। ସେମାନେ ତାହାଙ୍କ ଦ୍ୱାରା ବଛା ଯାଇଥିବା ଲୋକଙ୍କୁ ପୃଥିବୀର ପ୍ରତ୍ୟେକ ସ୍ଥାନରୁ ଆଣି ଏକାଠି କରିବେ। Viz kapitola |