ମାର୍କ 13:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପିଢ଼ି କୌଣସି ପ୍ରକାରେ ଲୋପ ପାଇବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ। Viz kapitolaଓଡିଆ ବାଇବେଲ30 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୀଢି କୌଣସି ପ୍ରକାରେ ଲୋପ ପାଇବ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)30 ମନେରଖ, ବର୍ତ୍ତମାନ ଯେଉଁମାନେ ଜୀବିତ ଅଛନ୍ତି, ସେମାନଙ୍କ ମୃତ୍ୟୁ ପୂର୍ବରୁ ଏହିସବୁ ବିଷୟ ଘଟିବ। Viz kapitolaପବିତ୍ର ବାଇବଲ30 ମୁଁ ତୁମ୍ଭକୁ ସତ୍ୟ କହୁଛି। ଏହି ପିଢ଼ିର ଲୋକେ ବଞ୍ଚିଥିବା ସମୟରେ ହିଁ ଏସବୁ ଘଟଣା ଘଟିବ। Viz kapitola |