ମାର୍କ 14:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ କରି ସେମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ। Viz kapitolaଓଡିଆ ବାଇବେଲ23 ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)23 ତା’ପରେ ଦ୍ରାକ୍ଷାରସପୂର୍ଣ୍ଣ ପାତ୍ର ନେଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଏବଂ ତାହା ଶିଷ୍ୟମାନଙ୍କୁ ଦେଲେ। ସୋମନେ ସେଥିରୁ ପାନ କଲେ। Viz kapitolaପବିତ୍ର ବାଇବଲ23 ତା'ପରେ ସେ ଦ୍ରାକ୍ଷାରସର ପାତ୍ରଟି ନେଲେ। ତାହା ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ତା'ପରେ ତାହା ଶିଷ୍ୟମାନଙ୍କୁ ଦେଲେ। ସମସ୍ତ ଶିଷ୍ୟ ସେହି ପାତ୍ରରୁ ଦ୍ରାକ୍ଷାରସ ପିଇଲେ। Viz kapitola |