ମାର୍କ 14:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଈଶ୍ବରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଈଶ୍ଵରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ। Viz kapitolaଓଡିଆ ବାଇବେଲ25 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଈଶ୍ୱରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)25 ତୁମ୍ଭମାନଙ୍କୁ କହି ରଖୁଛି, ଈଶ୍ୱରଙ୍କ ରାଜ୍ୟରେ ନୂତନ ଦ୍ରାକ୍ଷାରସ ପାନ କରିବା ପର୍ଯ୍ୟନ୍ତ ମୁଁ ଆଉ କେବେ ଦ୍ରାକ୍ଷାରସ ପାନ କରିବି ନାହିଁ।” Viz kapitolaପବିତ୍ର ବାଇବଲ25 ମୁଁ ତୁମ୍ଭକୁ ସତ୍ୟ କହୁଛି। ମୁଁ ଯେପର୍ଯ୍ୟନ୍ତ ପରମେଶ୍ୱରଙ୍କ ରାଜ୍ୟରେ ନୂଆ ଦ୍ରାକ୍ଷାରସ ପାନ ନ କରିଛି, ସେହି ଦିନ ପର୍ଯ୍ୟନ୍ତ ଆଉ ଦ୍ରାକ୍ଷାରସ ପିଇବି ନାହିଁ।” Viz kapitola |