ମାର୍କ 14:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପରେ ସେମାନେ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ, ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)32 ପରେ ସେମାନେ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ, ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ। Viz kapitolaଓଡିଆ ବାଇବେଲ32 ପରେ ସେମାନେ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ, ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ । Viz kapitolaପବିତ୍ର ବାଇବଲ (CL) NT (BSI)32 ତା’ପରେ ସେମାନେ ଗେଥସିମାନୀ ନାମକ ସ୍ଥାନକୁ ଆସିଲେ ଏବଂ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମେ ଏଇଠି ଟିକିଏ ବସ। ମୁଁ ପ୍ରାର୍ଥନା କରିବାକୁ ଯାଉଛି।” Viz kapitolaପବିତ୍ର ବାଇବଲ32 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସ।” Viz kapitola |