Online Bible

- Reklamy -




ମାର୍କ 14:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି; ତାହାଙ୍କୁ ଧରି ସାବଧାନରେ ଘେନିଯିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

44 ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ଵନ କରିବି, ସେ ସେହି; ତାହାଙ୍କୁ ଧରି ସାବଧାନରେ ଘେନିଯିବ।

Viz kapitola kopírovat

ଓଡିଆ ବାଇବେଲ

44 ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି; ତାହାଙ୍କୁ ଧରି ସାବଧାନରେ ଘେନିଯିବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

44 ବିଶ୍ୱାସଘାତକ ଯିହୁଦା ଯୀଶୁଙ୍କୁ ଧରିବା ପାଇଁ ଆସିଥିବା ଲୋକମାନଙ୍କୁ ଗୋଟିଏ ସଙ୍କେତ ଦେବେ ବୋଲି ଠିକ୍ କରିଥିଲା। ସେମାନଙ୍କୁ କହିଥିଲା, “ଯାହାଙ୍କୁ ମୁଁ ଚୁମ୍ବନ ଦେବି, ସେ ହିଁ ତୁମ୍ଭମାନଙ୍କର ଖୋଜୁଥିବା ବ୍ୟକ୍ତି। ତାଙ୍କୁ ଗିରଫ କରି କଡ଼ା ପହରା ଦେଇ ନେଇଯିବ।”

Viz kapitola kopírovat

ପବିତ୍ର ବାଇବଲ

44 ବିଶ୍ୱାସଘାତକ ଯିହୂଦା ସେହି ଲୋକମାନଙ୍କୁ ଯୀଶୁଙ୍କୁ ଚିହ୍ନେଇ ଦେବା ପାଇଁ ଗୋଟିଏ ସଙ୍କେତ ଦେଇଥିଲା। ସେ କହିଥିଲା: “ଯେଉଁ ଲୋକକୁ ମୁଁ ଚୁମ୍ବନ ଦେବି, ସେ ହେଉଛନ୍ତି ଯୀଶୁ। ତୁମ୍ଭେମାନେ ତାହାଙ୍କୁ ବନ୍ଦୀ କରିବ ଓ ସାବଧାନରେ ଦୂରକୁ ନେଇଯିବ।”

Viz kapitola kopírovat




ମାର୍କ 14:44

Následuj nás:

Reklamy


Reklamy