Online Bible

- Reklamy -




ମାର୍କ 14:49 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥାଇ ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ; ମାତ୍ର ଧର୍ମଶାସ୍ତ୍ରର ବାକ୍ୟସମୂହ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହି ସମସ୍ତ ଘଟୁଅଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

49 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥାଇ ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ; ମାତ୍ର ଧର୍ମଶାସ୍ତ୍ରର ବାକ୍ୟସମୂହ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହିସମସ୍ତ ଘଟୁଅଛି।

Viz kapitola kopírovat

ଓଡିଆ ବାଇବେଲ

49 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥାଇ ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ; ମାତ୍ର ଧର୍ମଶାସ୍ତ୍ରର ବାକ୍ୟସମୂହ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହି ସମସ୍ତ ଘଟୁଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

49 ଦିନ ଦିନ ଧରି ମୁଁ ମନ୍ଦିରରେ ଶିକ୍ଷା ଦେଉଥିଲି; ସେତେବେଳେ ତ ମୋତେ ଗିରଫ କଲ ନାହିଁ। କିନ୍ତୁ ଶାସ୍ତ୍ରର ସବୁ କଥା ନିଶ୍ଚୟ ସଫଳ ହେବ।”

Viz kapitola kopírovat

ପବିତ୍ର ବାଇବଲ

49 ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେବା ସମୟରେ ମୁଁ ତୁମ୍ଭମାନଙ୍କ ସହିତ ଥିଲି। କିନ୍ତୁ ସେତେବେଳେ ତୁମ୍ଭେମାନେ ମୋତେ ବନ୍ଦୀ କରି ନ ଥିଲ। କିନ୍ତୁ ଶାସ୍ତ୍ରରେ ଯାହା ଲେଖା ଯାଇଛି ତାହା ଯେପରି ସତ୍ୟ ହୁଏ ସେଥି ନିମନ୍ତେ ଏଭଳି ଘଟୁଛି।”

Viz kapitola kopírovat




ମାର୍କ 14:49

Následuj nás:

Reklamy


Reklamy