ମାର୍କ 14:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 କିନ୍ତୁ ଜଣେ ଯୁବା ଉଲଗ୍ନ ଦେହରେ ଖଣ୍ଡେ ସରୁ ଚାଦର ଘୋଡ଼ାଇ ହୋଇ ତାହାଙ୍କ ପଛେ ପଛେ ଯାଉଥିଲା; ସେମାନେ ତାହାକୁ ଧରିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)51 କିନ୍ତୁ ଜଣେ ଯୁବା ଫୁଙ୍ଗା ଦେହରେ ଖଣ୍ତେ ସରୁ ଚାଦର ଘୋଡ଼ାଇ ହୋଇ ତାହାଙ୍କ ପଛେ ପଛେ ଯାଉଥିଲା; ସେମାନେ ତାହାକୁ ଧରିଲେ, Viz kapitolaଓଡିଆ ବାଇବେଲ51 କିନ୍ତୁ ଜଣେ ଯୁବା ଉଲଗ୍ନ ଦେହରେ ଖଣ୍ଡେ ସରୁ ଚାଦର ଘୋଡ଼ାଇ ହୋଇ ତାହାଙ୍କ ପଛେ ପଛେ ଯାଉଥିଲା; ସେମାନେ ତାହାକୁ ଧରିଲେ, Viz kapitolaପବିତ୍ର ବାଇବଲ (CL) NT (BSI)51 ଜଣେ ଯୁବକ ଖଣ୍ଡିଏ ଚାଦର ଘୋଡ଼ାଇ ହୋଇ ଯୀଶୁଙ୍କ ପଛେ ପଛେ ଚାଲୁଥିଲା। ସେମାନେ ତାକୁ ମଧ୍ୟ ଧରିବାକୁ ଯିବାବେଳେ, Viz kapitolaପବିତ୍ର ବାଇବଲ51 ଜଣେ ଯୁବକ ଯୀଶୁଙ୍କୁ ଅନୁସରଣ କରୁଥିଲା। ସେ କେବଳ ଖଣ୍ଡିଏ ସରୁ ରେଶମ ଲୁଗା ପିନ୍ଧିଥିଲା। ସେହି ଲୋକମାନେ ଯୁବକକୁ ଧରିବାକୁ ଚେଷ୍ଟା କଲେ। Viz kapitola |