ମାର୍କ 14:54 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ପିତର ଦୂରରେ ରହି ତାହାଙ୍କ ପଛେ ପଛେ ମହାଯାଜକଙ୍କ ପ୍ରାଙ୍ଗଣ ଭିତରକୁ ଗଲେ ଓ ପଦାତିକମାନଙ୍କ ସହିତ ବସି ନିଆଁ ସେକି ହେଉଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)54 ପିତର ଦୂରରେ ରହି ତାହାଙ୍କ ପଛେ ପଛେ ମହାଯାଜକଙ୍କ ପ୍ରାଙ୍ଗଣ ଭିତରକୁ ଗଲେ ଓ ପଦାତିକମାନଙ୍କ ସହିତ ବସି ନିଆଁ ପୁଆଁଉଥିଲେ। Viz kapitolaଓଡିଆ ବାଇବେଲ54 ପିତର ଦୂରରେ ରହି ତାହାଙ୍କ ପଛେ ପଛେ ମହାଯାଜକଙ୍କ ପ୍ରାଙ୍ଗଣ ଭିତରକୁ ଗଲେ ଓ ପଦାତିକମାନଙ୍କ ସହିତ ବସି ନିଆଁ ସେକି ହେଉଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)54 ପିତର କିଛି ଦୂରରେ ଥାଇ ସେମାନଙ୍କ ପଛେ ପଛେ ଗଲେ ଓ ପ୍ରଧାନ ପୁରୋହିତଙ୍କ ଗୃହର ପ୍ରାଙ୍ଗଣରେ ପ୍ରବେଶ କଲେ। ସେଠାରେ ପ୍ରହରୀମାନଙ୍କ ସହିତ ନିଜକୁ ଉଷୁମ୍ କରିବା ପାଇଁ ନିଆଁ ପାଖରେ ବସିଲେ। Viz kapitolaପବିତ୍ର ବାଇବଲ54 ପିତର ଯୀଶୁଙ୍କଠାରୁ ଦୂରରେ ରହି ତାହାଙ୍କ ପଛେ ପଛେ ଆସି ମହାଯାଜକଙ୍କ ଅଗଣା ଭିତରେ ପହଞ୍ଚିଗଲେ। ସେ ସେଠାରେ ପ୍ରହରୀମାନଙ୍କ ସହିତ ବସି ଯାଇ ନିଆଁରେ ସେକି ହେଲେ। Viz kapitola |