Online Bible

- Reklamy -




ମାର୍କ 14:55 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

55 ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସାକ୍ଷ୍ୟ ଅନ୍ୱେଷଣ କରିବାକୁ ଲାଗିଲେ, କିନ୍ତୁ ପାଇଲେ ନାହିଁ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

55 ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସାକ୍ଷ୍ୟ ଅନ୍ଵେଷଣ କରିବାକୁ ଲାଗିଲେ, କିନ୍ତୁ ପାଇଲେ ନାହିଁ;

Viz kapitola kopírovat

ଓଡିଆ ବାଇବେଲ

55 ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସାକ୍ଷ୍ୟ ଅନ୍ୱେଷଣ କରିବାକୁ ଲାଗିଲେ, କିନ୍ତୁ ପାଇଲେ ନାହିଁ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

55 ମୁଖ୍ୟ ପୁରୋହିତ ଓ ମହାସଭାର ସଦସ୍ୟମାନେ ଯୀଶୁଙ୍କୁ ପ୍ରାଣଦଣ୍ଡ ଦେବା ପାଇଁ ତାଙ୍କ ବିରୁଦ୍ଧରେ ପ୍ରମାଣ ଖୋଜିବାକୁ ଲାଗିଲେ, କିନ୍ତୁ କିଛି ପାଇଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

55 ପ୍ରଧାନଯାଜକ ଓ ସମଗ୍ର ଯିହୂଦୀ ସହାସଭା ଯୀଶୁଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ତାହାଙ୍କ ବିରୁଦ୍ଧରେ କୌଣସି ଦୋଷର ପ୍ରମାଣ ପାଇବା ପାଇଁ ଚେଷ୍ଟା କଲେ, କିନ୍ତୁ ସେମାନେ ମୃତ୍ୟୁଦଣ୍ଡ ଦେବା ଭଳି କୌଣସି ପ୍ରମାଣ ପାଇଲେ ନାହିଁ।

Viz kapitola kopírovat




ମାର୍କ 14:55

Následuj nás:

Reklamy


Reklamy