ମାର୍କ 14:56 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT56 କାରଣ ଅନେକେ ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଲେ ହେଁ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)56 କାରଣ ଅନେକେ ତାହାଙ୍କ ବିରୁଦ୍ଧରେ ମିଥ୍ୟାସାକ୍ଷ୍ୟ ଦେଲେ ହେଁ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ। Viz kapitolaଓଡିଆ ବାଇବେଲ56 କାରଣ ଅନେକେ ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଲେ ହେଁ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)56 କେତେକ ଲୋକ ଯୀଶୁଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଲେ, କିନ୍ତୁ ସେମାନଙ୍କ ସାକ୍ଷ୍ୟ ପରସ୍ପର ସହିତ ମେଳ ଖାଇଲା ନାହିଁ। Viz kapitolaପବିତ୍ର ବାଇବଲ56 ଅନେକ ଲୋକ ଆସି ଯୀଶୁଙ୍କ ବିରୁଦ୍ଧରେ ମିଛ ସାକ୍ଷ୍ୟ ଦେଲେ। କିନ୍ତୁ ସେମାନେ ସମସ୍ତେ ଅଲଗା ଅଲଗା କଥା କହିଲେ। ତାହାଙ୍କ ଭିତରୁ ଜଣେ ହେଲେ ଅନ୍ୟ ସହିତ ସମ୍ମତ ନ ଥିଲା। Viz kapitola |