Online Bible

- Reklamy -




ମାର୍କ 14:61 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

61 କିନ୍ତୁ ସେ ନୀରବ ହୋଇ ରହି କୌଣସି ଉତ୍ତର ଦେଲେ ନାହିଁ। ମହାଯାଜକ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ ପରମ-ଧନ୍ୟଙ୍କ ପୁତ୍ର ଖ୍ରୀଷ୍ଟ କି?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

61 କିନ୍ତୁ ସେ ମୌନ ହୋଇ ରହି କୌଣସି ଉତ୍ତର ଦେଲେ ନାହିଁ। ମହାଯାଜକ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କି ମଙ୍ଗଳମୟଙ୍କ ପୁତ୍ର ଖ୍ରୀଷ୍ଟ?

Viz kapitola kopírovat

ଓଡିଆ ବାଇବେଲ

61 କିନ୍ତୁ ସେ ନୀରବ ହୋଇ ରହି କୌଣସି ଉତ୍ତର ଦେଲେ ନାହିଁ। ମହାଯାଜକ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କି ମଙ୍ଗଳମୟଙ୍କ ପୁତ୍ର ଖ୍ରୀଷ୍ଟ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

61 କିନ୍ତୁ ଯୀଶୁ କିଛି ନ କହି ନୀରବ ରହିଲେ। ପ୍ରଧାନ ପୁରୋହିତ ପୁନର୍ବାର ତାଙ୍କୁ ପଚାରିଲେ, “ତୁମେ କଅଣ ମସୀହ - ମହାମହିମ ଈଶ୍ୱରଙ୍କ ପୁତ୍ର?”

Viz kapitola kopírovat

ପବିତ୍ର ବାଇବଲ

61 କିନ୍ତୁ ଯୀଶୁ ଚୁପ୍ ରହିଲେ। ସେ କିଛି ଉତ୍ତର ଦେଲେ ନାହିଁ। ମହାଯାଜକ ଯୀଶୁଙ୍କୁ ଆଉ ଗୋଟିଏ ପ୍ରଶ୍ନ ପଗ୍ଭରିଲେ: “ତୁମ୍ଭେ କ’ଣ ମହାନ୍ ପରମେଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ?”

Viz kapitola kopírovat




ମାର୍କ 14:61

Následuj nás:

Reklamy


Reklamy