ମାର୍କ 14:62 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT62 ଯୀଶୁ କହିଲେ, “ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)62 ଯୀଶୁ କହିଲେ, ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମଙ୍କ ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ। Viz kapitolaଓଡିଆ ବାଇବେଲ62 ଯୀଶୁ କହିଲେ, ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ । Viz kapitolaପବିତ୍ର ବାଇବଲ (CL) NT (BSI)62 ଯୀଶୁ ଉତ୍ତର ଦେଲେ, “ହଁ, ମୁଁ ସେହି। ତୁମ୍ଭେ ମନୁଷ୍ୟପୁତ୍ରଙ୍କୁ ସର୍ବଶକ୍ତିମାନଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ ହୋଇଥିବା ଦେଖିବ ଓ ସେ ସ୍ୱର୍ଗରୁ ମେଘମାଳାରେ ଆସିବା ମଧ୍ୟ ଦେଖିବ।” Viz kapitolaପବିତ୍ର ବାଇବଲ62 ଯୀଶୁ ଉତ୍ତର ଦେଲେ, “ହଁ ମୁଁ ପରମେଶ୍ୱରଙ୍କ ପୁତ୍ର ଏବଂ ଭବିଷ୍ୟତରେ ତୁମ୍ଭେ ମନୁଷ୍ୟପୁତ୍ରଙ୍କୁ ସେହି ସର୍ବଶକ୍ତିମାନଙ୍କ ଡାହାଣ ପଟେ ବସିଥିବାର ଏବଂ ସ୍ୱର୍ଗର ମେଘମାଳା ମଧ୍ୟରେ ଆସୁଥିବାର ଦେଖିବ।” Viz kapitola |