ମାର୍କ 14:67 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT67 ଆଉ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ତୁମ୍ଭେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସାଙ୍ଗରେ ଥିଲ। Viz kapitolaପବିତ୍ର ବାଇବଲ (Re-edited) - (BSI)67 ଆଉ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ତୁମ୍ଭେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସାଙ୍ଗରେ ଥିଲ। Viz kapitolaଓଡିଆ ବାଇବେଲ67 ଆଉ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ତୁମ୍ଭେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସାଙ୍ଗରେ ଥିଲ । Viz kapitolaପବିତ୍ର ବାଇବଲ (CL) NT (BSI)67 ଏବଂ ପିତର ନିଆଁ ପୋଇଁବା ଦେଖି ତାଙ୍କୁ ନିରୀକ୍ଷଣ କରି କହିଲା, “ତୁମେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସଙ୍ଗରେ ଥିଲେ।” Viz kapitolaପବିତ୍ର ବାଇବଲ67 ସେ ପିତରଙ୍କୁ ନିଆଁ ପାଖରେ ସେକି ହେଉଥିବାର ଦେଖିଲା। ସେ ପିତରଙ୍କୁ ଭଲ କରି ଗ୍ଭହିଁଲା। ତା'ପରେ ତାହାଙ୍କୁ ଚିହ୍ନି ପାରି କହିଲା, “ତୁମ୍ଭେ ମଧ୍ୟ ନାଜରିତର ଯୀଶୁଙ୍କ ସାଙ୍ଗରେ ଥିଲ।” Viz kapitola |