ମାର୍କ 14:70 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT70 କିନ୍ତୁ ସେ ପୁନର୍ବାର ଅସ୍ୱୀକାର କରିବାକୁ ଲାଗିଲେ। ପୁନଶ୍ଚ ଅଳ୍ପ ସମୟ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କୁ କହିଲେ, ତୁମ୍ଭେ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭେ ତ ଗାଲିଲୀୟ ଲୋକ। Viz kapitolaପବିତ୍ର ବାଇବଲ (Re-edited) - (BSI)70 କିନ୍ତୁ ସେ ପୁନର୍ବାର ଅସ୍ଵୀକାର କରିବାକୁ ଲାଗିଲେ। ପୁନଶ୍ଚ, ଅଳ୍ପ ସମୟ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କୁ କହିଲେ, ତୁମ୍ଭେ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭେ ତ ଗାଲିଲୀୟ ଲୋକ। Viz kapitolaଓଡିଆ ବାଇବେଲ70 କିନ୍ତୁ ସେ ପୁନର୍ବାର ଅସ୍ୱୀକାର କରିବାକୁ ଲାଗିଲେ । ପୁନଶ୍ଚ ଅଳ୍ପ ସମୟ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କୁ କହିଲେ, ତୁମ୍ଭେ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭେ ତ ଗାଲିଲୀୟ ଲୋକ । Viz kapitolaପବିତ୍ର ବାଇବଲ (CL) NT (BSI)70 ପିତର ପୁନର୍ବାର ନାସ୍ତି କଲେ। କିଛି ସମୟ ପରେ ସେଠାରେ ଠିଆ ହୋଇଥିବା ଲୋକମାନେ ପିତରଙ୍କୁ କହିଲେ, “ତୁମେ ତାଙ୍କ ଦଳର ବୋଲି ନାସ୍ତି କରି ପାରିବ ନାହିଁ। କାରଣ ତୁମେ ମଧ୍ୟ ଗାଲିଲୀର ଲୋକ।” Viz kapitolaପବିତ୍ର ବାଇବଲ70 ପୁଣି ଥରେ ପିତର କହିଲେ ଯେ, ଏ କଥା ସତ୍ୟ ନୁହେଁ। କିଛି ସମୟ ପରେ ସେଠାରେ ଠିଆ ହୋଇଥିବା ଲୋକମାନେ ପିତରଙ୍କୁ କହିଲେ, “ନିଶ୍ଚିତ ଭାବରେ ତୁମ୍ଭେ ସେମାନଙ୍କ ମଧ୍ୟରୁ ଜଣେ। କାରଣ ତୁମ୍ଭେ ମଧ୍ୟ ଗାଲିଲୀରୁ ଆସିଛ।” Viz kapitola |