ମାର୍କ 15:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ। ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ି ନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ। ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ। Viz kapitolaଓଡିଆ ବାଇବେଲ20 ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି ବାଇଗଣୀ ରଙ୍ଗର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ । ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)20 ଏପରି ଭାବରେ ତାଙ୍କୁ ପରିହାସ କରି ସାରିବା ପରେ ବାଇଗଣିଆ ପୋଷାକ କାଢ଼ି ନେଇ ତାଙ୍କ ନିଜ ପୋଷାକ ପିନ୍ଧାଇ ଦେଲେ। ଏହାପରେ ତାଙ୍କୁ କ୍ରୁଶବିଦ୍ଧ କରିବା ପାଇଁ ନେଇଗଲେ। Viz kapitolaପବିତ୍ର ବାଇବଲ20 ଥଟ୍ଟା କରି ସାରିବା ପରେ ସେମାନେ ଯୀଶୁଙ୍କ ଦେହରୁ ବାଇଗଣୀ ପୋଷାକ କାଢ଼ିନେଇ ପୁଣି ତାହାଙ୍କୁ ତାହାଙ୍କର ପୂର୍ବ ବସ୍ତ୍ର ପିନ୍ଧାଇ ଦେଲେ। ତା'ପରେ ସେମାନେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିବା ପାଇଁ ପ୍ରାସାଦ ବାହାରକୁ ନେଇଗଲେ। Viz kapitola |