ମାର୍କ 15:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ଯାଚିଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ। Viz kapitolaଓଡିଆ ବାଇବେଲ23 ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)23 (ଗଲଗଥାର ଅର୍ଥ କପାଳସ୍ଥଳୀ) ସେଠାରେ ସେମାନେ ଯୀଶୁଙ୍କୁ ଗନ୍ଧରସ ମିଶ୍ରିତ ନିଶାଦ୍ରବ୍ୟ ପିଇବା ପାଇଁ ଦେଲେ। କିନ୍ତୁ ଯୀଶୁ ତାହା ପିଇଲେ ନାହିଁ। Viz kapitolaପବିତ୍ର ବାଇବଲ23 ସେଠାରେ ସେମାନେ ଯୀଶୁଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ। କିନ୍ତୁ ଯୀଶୁ ତାହା ପିଇବାକୁ ମନା କଲେ। Viz kapitola |