ମାର୍କ 15:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାତ୍ଗମନ କରି ତାହାଙ୍କର ସେବା କରୁଥିଲେ; ତାହାଙ୍କ ସହିତ ଯିରୂଶାଲମ ସହରକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)41 ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାଦ୍ଗମନ କରି ତାହାଙ୍କର ସେବା କରୁଥିଲେନ୍ତ ତାହାଙ୍କ ସହିତ ଯିରୂଶାଲମକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ। Viz kapitolaଓଡିଆ ବାଇବେଲ41 ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାତ୍ଗମନ କରି ତାହାଙ୍କର ସେବା କରୁଥିଲେ; ତାହାଙ୍କ ସହିତ ଯିରୂଶାଲମକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)41 ଯୀଶୁ ଗାଲିଲୀରେ ଥିବାବେଳେ ସେମାନେ ତାଙ୍କୁ ଅନୁସରଣ କରି ସାହାଯ୍ୟ କରୁଥିଲେ। ତାଙ୍କ ସହିତ ଯିରୂଶାଲମକୁ ଆସୁଥିବା ଆହୁରି ଅନେକ ସ୍ତ୍ରୀ ଲୋକ ମଧ୍ୟ ସେଠାରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ41 ଏହି ସ୍ତ୍ରୀଲୋକମାନେ ଯୀଶୁ ଗାଲିଲୀରେ ଥିବା ବେଳେ ତାହାଙ୍କର ସହିତ ଥିଲେ। ସେମାନେ ତାହାଙ୍କର ସେବାଯତ୍ନ କରୁଥିଲେ। ଅନ୍ୟ ଅନେକ ସ୍ତ୍ରୀଲୋକ ମଧ୍ୟ ସେଠାରେ ଥିଲେ। ସେମାନେ ଯୀଶୁଙ୍କ ସହିତ ଯିରୁଶାଲମକୁ ଆସିଥିଲେ। Viz kapitola |