ମାର୍କ 15:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତ-ସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି? Viz kapitolaପବିତ୍ର ବାଇବଲ (Re-edited) - (BSI)44 କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତସେନାପତିଙ୍କି ନିକଟକୁ ଡକାଇ ତାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି? Viz kapitolaଓଡିଆ ବାଇବେଲ44 କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କ'ଣ ବହୁତ ବେଳ ହେଲା ମଲେଣି ? Viz kapitolaପବିତ୍ର ବାଇବଲ (CL) NT (BSI)44 ଯୀଶୁ ସେତେବେଳେ ମରିଯାଇଛନ୍ତି ଶୁଣି ପିଲାତ ବିସ୍ମିତ ହେଲେ। ସଂପୃକ୍ତ ସେନପତିଙ୍କୁ ଡ଼ାକି ଯୀଶୁ ବହୁ ସମୟ ହେଲା ମରିଯାଇଛନ୍ତି କି ବୋଲି ପଚାରିଲେ। Viz kapitolaପବିତ୍ର ବାଇବଲ44 ଯୀଶୁ ଏତେ ଶୀଘ୍ର ମରି ଯାଇ ସାରିଲେଣି ଶୁଣି ପୀଲାତ ବହୁତ ଆଶ୍ଚର୍ଯ୍ୟ ହୋଇଗଲେ। ସେ ଯୀଶୁଙ୍କୁ ଜଗିଥିବା ସେନାପତିଙ୍କୁ ଡକାଇଲେ। ପୀଲାତ ତାହାଙ୍କୁ ଯୀଶୁ ମରି ସାରିଲେଣି କି ନାହିଁ ପଗ୍ଭରିଲେ। Viz kapitola |