ମାର୍କ 15:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେଉଁ ବିପ୍ଳବୀମାନେ ବିପ୍ଳବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଯେଉଁ ବିପ୍ଳବୀମାନେ ବିପ୍ଳବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା। Viz kapitolaଓଡିଆ ବାଇବେଲ7 ଯେଉଁ ବିପ୍ଳବୀମାନେ ବିପ୍ଲବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)7 ସେତେବେଳେ ହିଂସାକାଣ୍ଡ ଓ ନରହତ୍ୟା ଅପରାଧରେ ଅଭିଯୁକ୍ତ କେତେକ ବିଦ୍ରୋହୀଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ କାରାଦଣ୍ଡ ଭୋଗ କରୁଥିଲା। Viz kapitolaପବିତ୍ର ବାଇବଲ7 ସେହି ସମୟରେ ବନ୍ଦୀଶାଳାରେ ବାରବ୍ବା ନାମରେ ଏକ ବ୍ୟକ୍ତି ବିଦ୍ରୋହୀମାନଙ୍କ ସହିତ ବନ୍ଦୀ ଥିଲା। ଏହି ବିଦ୍ରୋହୀମାନେ ଗୋଟିଏ ବିଦ୍ରୋହ ସମୟରେ ନରହତ୍ୟା ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। Viz kapitola |