ମାର୍କ 16:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏହିରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ଵର୍ଗରେ ଗୃହୀତ ହୋଇ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ବସିଲେ। Viz kapitolaଓଡିଆ ବାଇବେଲ19 ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ । Viz kapitolaପବିତ୍ର ବାଇବଲ (CL) NT (BSI)19 ସେମାନଙ୍କୁ ଏହି ସବୁ କଥା କହିବା ପରେ ପ୍ରଭୁ ଯୀଶୁ ସ୍ୱର୍ଗକୁ ଉନ୍ନୀତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେଲେ। Viz kapitolaପବିତ୍ର ବାଇବଲ19 ପ୍ରଭୁ ଯୀଶୁ ଏହିସବୁ କଥା ପ୍ରେରିତମାନଙ୍କୁ କହି ସାରିବା ପରେ ତାହାଙ୍କୁ ସ୍ୱର୍ଗକୁ ନିଆଗଲା। ସେ ପରମେଶ୍ୱରଙ୍କ ଡାହାଣ ପଟେ ବସିଲେ। Viz kapitola |