ମାର୍କ 16:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି-ଦ୍ୱାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେମାନେ ପରସ୍ପର କୁହାକୋହି ହେଉଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି ଦ୍ଵାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା। Viz kapitolaଓଡିଆ ବାଇବେଲ3 ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧିଦ୍ୱାରରୁ ପଥରଟା ଗଡ଼ାଇଦେବ ? କାରଣ ତାହା ଅତି ବୃହତ ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)3 ବାଟରେ ସେମାନେ ପରସ୍ପରକୁ କହିଲେ, “କବର ମୁହଁରୁ ଆମ ପାଇଁ ସେ ପଥରଟିକୁ କିଏ ଗଡ଼ାଇ ଦେବ?” (ତାହା ଗୋଟିଏ ପ୍ରକାଣ୍ଡ ପଥର ଥିଲା) Viz kapitolaପବିତ୍ର ବାଇବଲ3 ସେମାନେ ନିଜ ନିଜ ଭିତରେ କୁହା କୁହି ହେଲେ, “କବର ମୁହଁକୁ ଗୋଟିଏ ବିରାଟ ପଥର ଦ୍ୱାରା ବନ୍ଦ କରି ଦିଆ ହୋଇଛି। ପଥରଟିକୁ ଆମ୍ଭ ପାଇଁ କିଏ ସେଠାରୁ ଗଡ଼େଇ ଦେବ?” Viz kapitola |