Online Bible

- Reklamy -




ମାର୍କ 16:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ସେଥିରେ ସେ ସେମାନଙ୍କୁ କହିଲେ, ବିସ୍ମୟାନ୍ଵିତ ହୁଅ ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ଵେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ।

Viz kapitola kopírovat

ଓଡିଆ ବାଇବେଲ

6 ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାଁନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

6 ଯୁବକ କହିଲେ, “ଭୟ କର ନାହିଁ। ମୁଁ ଜାଣେ, ତୁମେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କୁ ଖୋଜୁଛ। ସେ ଏଠାରେ ନାହାନ୍ତି। ସେ ପୁନର୍ଜୀବିତ ହୋଇଛନ୍ତି। ଦେଖ, ସେମାନେ ଏ ସ୍ଥାନରେ ତାଙ୍କୁ ରଖିଥିଲେ।

Viz kapitola kopírovat

ପବିତ୍ର ବାଇବଲ

6 କିନ୍ତୁ ଯୁବକ ଜଣକ କହିଲେ, “ଭୟ କର ନାହିଁ। ତୁମ୍ଭେମାନେ କ୍ରୁଶବିଦ୍ଧ ନାଜରିତର ଯୀଶୁଙ୍କୁ ଖୋଜୁଛ। ସେ ମୃତ୍ୟୁରୁ ପୁନରୁ‌ତ୍‌ଥିତ ହୋଇଛନ୍ତି। ସେ ଏଠାରେ ନାହାନ୍ତି। ଦେଖ, ସେମାନେ ତାହାଙ୍କୁ ଏହି ସ୍ଥାନରେ ରଖିଥିଲେ।

Viz kapitola kopírovat




ମାର୍କ 16:6

Následuj nás:

Reklamy


Reklamy