ମାର୍କ 16:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 [ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 [ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ସେ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ]। Viz kapitolaଓଡିଆ ବାଇବେଲ9 [ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରିୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ]। Viz kapitolaପବିତ୍ର ବାଇବଲ (CL) NT (BSI)9 ଯୀଶୁ ରବିବାର ଦିନ ପ୍ରତ୍ୟୁଷରେ ପୁନରୁତ୍ôଥତ ହେବା ପରେ ପ୍ରଥମେ ମଗଦଲିନୀ ମରିୟମଙ୍କୁ ଦର୍ଶନ ଦେଇଥିଲେ। ଏହି ମରିୟମଙ୍କଠାରୁ ସେ ସାତୋଟି ଭୂତ ଛଡ଼ାଇଥିଲେ। Viz kapitolaପବିତ୍ର ବାଇବଲ9 ସପ୍ତାହର ପ୍ରଥମ ଦିନର ବଡ଼ି ସକାଳୁ ଯୀଶୁ ମୃତ୍ୟୁରୁ ପୁନରୁତ୍ଥିତ ହେଲେ। ସର୍ବ ପ୍ରଥମେ ସେ ମଗ୍ଦଲୀନୀ ମରିୟମଙ୍କ ନିକଟରେ ନିଜକୁ ଦେଖା ଦେଲେ। ଅତୀତରେ ଥରେ ଯୀଶୁ ଏହି ମରିୟମଙ୍କଠାରୁ ସାତୋଟି ଭୂତଙ୍କୁ ତଡ଼ି ଦେଇଥିଲେ। Viz kapitola |