ମାର୍କ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ସେ ଯାଉ ଯାଉ ଆଲଫିଙ୍କ ପୁତ୍ର ଲେବୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି, ଯାଉ ଯାଉ ଯୀଶୁ ଆଲଫିଙ୍କ ପୁତ୍ର ଲେବୀଙ୍କି କରଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର। ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ। Viz kapitolaଓଡିଆ ବାଇବେଲ14 ପୁଣି, ସେ ଯାଉ ଯାଉ ଆଲଫିଙ୍କ ପୁତ୍ର ଲେବୀଙ୍କି କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, ମୋହର ଅନୁଗମନ କର । ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)14 ସେ ସେଠାରୁ ଚାଲିଯିବା ବାଟରେ ଆଲଫିଙ୍କ ପୁତ୍ର କରଆଦାୟକାରୀ ଲେବୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ବସିଥିବା ଦେଖିଲେ। ଯୀଶୁ ତାଙ୍କୁ କହିଲେ, “ମୋ’ ପଛେ ପଛେ ଆସ।” ଲେବୀ ଉଠି ତାଙ୍କର ଅନୁଗମନ କଲେ। Viz kapitolaପବିତ୍ର ବାଇବଲ14 ଯୀଶୁ ଯାଉଥିବା ସମୟରେ କରଆଦାୟ ସ୍ଥାନରେ ବସି ଥିବା ଆଲଫିଙ୍କ ପୁଅ ଲେବିଙ୍କୁ ଦେଖି ସେ କହିଲେ, “ମୋତେ ଅନୁସରଣ କର।” ତା'ପରେ ଲେବି ଠିଆ ହେଲେ ଓ ଯୀଶୁଙ୍କୁ ଅନୁସରଣ କଲେ। Viz kapitola |