ମାର୍କ 2:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେହି ଦିନ ସେମାନେ ଉପବାସ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ଆଉ ସେତେବେଳେ ସେହି ଦିନ ସେମାନେ ଉପବାସ କରିବେ। Viz kapitolaଓଡିଆ ବାଇବେଲ20 କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେହି ଦିନ ସେମାନେ ଉପବାସ କରିବେ । Viz kapitolaପବିତ୍ର ବାଇବଲ (CL) NT (BSI)20 କିନ୍ତୁ ଦିନ ଆସିବ, ଯେତେବେଳେ ବର ସେମାନଙ୍କ ନିକଟରୁ ଦୂରେଇ ନିଆଯିବେ। Viz kapitolaପବିତ୍ର ବାଇବଲ20 କିନ୍ତୁ ସମୟ ଆସିବ, ବରଙ୍କୁ ସେମାନଙ୍କଠାରୁ ଦୂରେଇ ନିଆଯିବ। ସେତେବେଳେ ସେମାନେ (ବର ଯାତ୍ରୀମାନେ) ଉପବାସ କରିବେ। Viz kapitola |