ମାର୍କ 2:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ନୂଆ ତାଳି ପୁରୁଣା ଲୁଗାରୁ ବେଶି ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ଚିରା ହୁଏ। Viz kapitolaପବିତ୍ର ବାଇବଲ (Re-edited) - (BSI)21 କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ନୂଆ ତାଳି ପୁରୁଣା ଲୁଗାରୁ ବେଶୀ ଛିଣ୍ତାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ। Viz kapitolaଓଡିଆ ବାଇବେଲ21 କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ନୂଆ ତାଳି ପୁରୁଣା ଲୁଗାରୁ ବେଶି ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ଚିରା ହୁଏ । Viz kapitolaପବିତ୍ର ବାଇବଲ (CL) NT (BSI)21 “କେହି ପୁରୁଣା ପୋଷାକରେ ନୂଆ କନାର ତାଳି ପକାଏ ନାହିଁ। କାରଣ ନୂଆ କନାର ତାଳି ସଙ୍କୁଚିତ ହୋଇ ପୋଷାକଟିକୁ ଅଧିକ ଚିରି ପକାଇବ। Viz kapitolaପବିତ୍ର ବାଇବଲ21 “କେହି କେବେ ହେଲେ ପୁରୁଣା ଲୁଗାରେ ନୂଆ କନାର ତାଳି ପକାଏ ନାହିଁ। ଯଦି ସେ ତାହା କରେ, ତେବେ ନୂଆ କନାର ତାଳି ଜାକି ହୋଇ ଯିବ ଓ ତଦ୍ଦ୍ୱାରା ଟାଣି ହୋଇ ଯାଇ ପୁରୁଣା କନାର କଣା ବଡ଼ ହୋଇଯିବ। Viz kapitola |