ମାର୍କ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏ ଲୋକ କାହିଁକି ଏପରି କହୁଅଛି? ସେ ଈଶ୍ବର ନିନ୍ଦା କରୁଅଛି; କେବଳ ଜଣଙ୍କ ବିନା, ଅର୍ଥାତ୍ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ? Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏ ଲୋକ କାହିଁକି ଏପରି କହୁଅଛି? ସେ ଈଶ୍ଵରନିନ୍ଦା କରୁଅଛି; କେବଳ ଜଣଙ୍କ ବିନା, ଅର୍ଥାତ୍ ଈଶ୍ଵରଙ୍କ ବିନା ଆଉ କିଏ ପାପ କ୍ଷମା କରି ପାରେ? Viz kapitolaଓଡିଆ ବାଇବେଲ7 ଏ ଲୋକ କାହିଁକି ଏପରି କହୁଅଛି ? ସେ ଈଶ୍ୱର ନିନ୍ଦା କରୁଅଛି; କେବେଳ ଜଣଙ୍କ ବିନା, ଅର୍ଥାତ୍ ଈଶ୍ୱରଙ୍କ ବିନା ଆଉ କିଏ ପାପ କ୍ଷମା କରି ପାରେ ? Viz kapitolaପବିତ୍ର ବାଇବଲ (CL) NT (BSI)7 “ସେ ଏହି କଥା କହିବାକୁ ସାହସ କରୁଛନ୍ତି କିପରି? ଏହା ଈଶ୍ୱର ନିନ୍ଦା। ଈଶ୍ୱରଙ୍କ ବ୍ୟତୀତ ଅନ୍ୟ କେହି ପାପ କ୍ଷମା କରିପାରେ?” Viz kapitolaପବିତ୍ର ବାଇବଲ7 “ଏ’ ଲୋକଟି ଏଭଳି କଥାବାର୍ତ୍ତା କାହିଁକି କରୁଛି? ସେ ପରମେଶ୍ୱରଙ୍କ ବିରୁଦ୍ଧରେ ନିନ୍ଦା କରୁଅଛି। ପରମେଶ୍ୱରଙ୍କ ବ୍ୟତୀତ ପାପ ଗୁଡ଼ିକୁ ଅନ୍ୟ କିଏ କ୍ଷମା କରି ପାରିବ?” Viz kapitola |