ମାର୍କ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ। ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ। ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। Viz kapitolaଓଡିଆ ବାଇବେଲ1 ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ । ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)1 ଯୀଶୁ ସମାଜ ଗୃହକୁ ଫେରିଗଲେ। ସେଠାରେ ଜଣେ ଲୋକ ଥିଲା। ତା’ର ହାତ ଶୁଖି ଅଚଳ ହୋଇ ଯାଇଥିଲା। Viz kapitolaପବିତ୍ର ବାଇବଲ1 ଆଉ ଥରେ ଯୀଶୁ ଯିହୂଦୀମାନଙ୍କ ସମାଜଗୃହକୁ ଯାଇଥିଲେ। ସେଠାରେ ଜଣେ ଖଞ୍ଜ ଲୋକ ଥିଲା। Viz kapitola |