ମାର୍କ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଯୀଶୁ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ। Viz kapitolaଓଡିଆ ବାଇବେଲ13 ସେ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ । Viz kapitolaପବିତ୍ର ବାଇବଲ (CL) NT (BSI)13 ତା’ପରେ ଯୀଶୁ ପାହାଡ଼ ଉପରକୁ ଯାଇ ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡ଼ାକିଲେ। Viz kapitolaପବିତ୍ର ବାଇବଲ13 ତା'ପରେ ଯୀଶୁ ଗୋଟିଏ ପାହାଡ଼ ଉପରକୁ ଗଲେ। ସେ ଯେଉଁ ଲୋକମାନଙ୍କୁ ଗ୍ଭହିଁଲେ, ସେମାନଙ୍କୁ ତାହାଙ୍କ ପାଖକୁ ଆସିବାକୁ କହିଲେ। ସେମାନେ ଯୀଶୁଙ୍କ ପାଖକୁ ଗଲେ। Viz kapitola |