ମାର୍କ 3:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ନେଇଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି। Viz kapitolaଓଡିଆ ବାଇବେଲ21 ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି । Viz kapitolaପବିତ୍ର ବାଇବଲ (CL) NT (BSI)21 ଯୀଶୁଙ୍କର ମତିଭ୍ରମ ହୋଇଛି ବୋଲି ଲୋକମାନେ କହୁଥିବା ଶୁଣି, ଯୀଶୁଙ୍କ ଆତ୍ମୀୟମାନେ ତାଙ୍କୁ ଧରିନେଇ ଯିବାକୁ ଆସିଲେ। Viz kapitolaପବିତ୍ର ବାଇବଲ21 ଯୀଶୁଙ୍କ ପରିବାରର ଲୋକେ ଏସବୁ ଶୁଣିଲେ। ସେମାନେ ଯୀଶୁଙ୍କୁ ଆଣିବାକୁ ଗଲେ। କାରଣ ଲୋକେ କୁହାକୁହି ହେଉଥିଲେ ଯେ, ଯୀଶୁଙ୍କ ମତିଭ୍ରମ ହେଲାଣି। Viz kapitola |