ମାର୍କ 3:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନ; ପାପରେ ଦୋଷୀ ଅଟେ। Viz kapitolaଓଡିଆ ବାଇବେଲ29 କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ । Viz kapitolaପବିତ୍ର ବାଇବଲ (CL) NT (BSI)29 କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ନିନ୍ଦା କରେ, ତା’ର କଦାପି କ୍ଷମା ନାହିଁ। କାରଣ ତା’ର ପାପ ଅନନ୍ତ କାଳ ଯାଏ ରହିଥିବ।” Viz kapitolaପବିତ୍ର ବାଇବଲ29 କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ଯେଉଁ ଲୋକ କିଛି କହିବ, ତାହାକୁ କେବେ ହେଲେ କ୍ଷମା ମିଳିବ ନାହିଁ। ସେ ସବୁବେଳେ ସେହି ପାପର ଦୋଷୀ ହେବ।” Viz kapitola |