ମାର୍କ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, “ଆସ, ମଝିରେ ଠିଆ ହୁଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, ଆସ, ମଝିରେ ଠିଆ ହୁଅ। Viz kapitolaଓଡିଆ ବାଇବେଲ3 ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, ଆସ, ମଝିରେ ଠିଆ ହୁଅ । Viz kapitolaପବିତ୍ର ବାଇବଲ (CL) NT (BSI)3 ଯୀଶୁ ସେହି ଲୋକକୁ କହିଲେ, “ଆଗକୁ ଉଠି ଆସ।” Viz kapitolaପବିତ୍ର ବାଇବଲ3 ଯୀଶୁ ସେଠାରେ ଥିବା ଖଞ୍ଜ ଲୋକଟିକୁ ଆଦେଶ ଦେଲେ, “ଏଠାରେ ଠିଆ ହୁଅ ଯେପରି ତୁମ୍ଭକୁ ସମସ୍ତେ ଦେଖି ପାରିବେ।” Viz kapitola |