ମାର୍କ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୂଦିୟା ପ୍ରଦେଶ, Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୁଦା, Viz kapitolaଓଡିଆ ବାଇବେଲ7 ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୂଦା, Viz kapitolaପବିତ୍ର ବାଇବଲ (CL) NT (BSI)7 ଯୀଶୁ ଓ ତାଙ୍କ ଶିଷ୍ୟମାନେ ଗାଲିଲୀ ହ୍ରଦ କୂଳକୁ ଗଲେ ଏବଂ ଲୋକମାନେ ବହୁସଂଖ୍ୟାରେ ତାଙ୍କର ଅନୁଗମନ କଲେ। Viz kapitolaପବିତ୍ର ବାଇବଲ7 ଯୀଶୁ ନିଜ ଶିଷ୍ୟମାନଙ୍କ ସହିତ ଗାଲିଲୀ ହ୍ରଦ କୂଳକୁ ଗ୍ଭଲିଗଲେ। ତାହାଙ୍କ ପଛରେ ଗାଲିଲୀର ଅନେକ ଲୋକ ମଧ୍ୟ ଗଲେ। Viz kapitola |