Online Bible

- Reklamy -




ମାର୍କ 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେତେବେଳେ ଭିଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ନୌକା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ସେତେବେଳେ ଭିଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ନାହା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ;

Viz kapitola kopírovat

ଓଡିଆ ବାଇବେଲ

9 ସେତେବେଳେ ଭୀଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ଡଙ୍ଗା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

9 ସେଠାରେ ଏତେ ଲୋକ ଗହଳି ହେଲା ଯେ, ଭିଡ଼ରୁ ରକ୍ଷା ପାଇବା ଲାଗି ତାଙ୍କ ପାଇଁ ଗୋଟିଏ ନୌକା ଯୋଗାଡ଼ କରିବାକୁ ଯୀଶୁ ଶିଷ୍ୟମାନଙ୍କୁ କହିଲେ।

Viz kapitola kopírovat

ପବିତ୍ର ବାଇବଲ

9 ଯୀଶୁ ଅନେକ ଲୋକଙ୍କୁ ଦେଖିଲେ, ଭିଡ଼ ହୋଇ ଯିବାରୁ ଲୋକମାନେ ଯେପରି ତାହାଙ୍କ ଆଡ଼କୁ ମାଡ଼ି ନ ଆସନ୍ତି ସେଥିପାଇଁ ସେ ନିଜ ଶିଷ୍ୟମାନଙ୍କୁ ଗୋଟିଏ ଛୋଟ ଡଙ୍ଗା ତାହାଙ୍କ ପାଇଁ ପ୍ରସ୍ତୁତ କରିବାକୁ କହିଲେ।

Viz kapitola kopírovat




ମାର୍କ 3:9

Následuj nás:

Reklamy


Reklamy