ମାର୍କ 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ଵାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ10 ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)10 ଯୀଶୁ ଏକାକୀ ଥିଲାବେଳେ ଶ୍ରୋତାମାନଙ୍କ ମଧ୍ୟରୁ କେତେ ଜଣ ବାରଶିଷ୍ୟଙ୍କ ସହିତ ତାଙ୍କ ନିକଟକୁ ଆସିଲେ ଏବଂ ସେ କହିଥିବା ଦୃଷ୍ଟାନ୍ତର ତାତ୍ପର୍ଯ୍ୟ ବୁଝାଇବାକୁ ଅନୁରୋଧ କଲେ। Viz kapitolaପବିତ୍ର ବାଇବଲ10 ପରେ ଯେତେବେଳେ ଯୀଶୁ ଏକୁଟିଆ ଥିଲେ, ସେତେବେଳେ ତାହାଙ୍କର ବାରଜଣ ଯାକ ପ୍ରେରିତ ଓ ଅନ୍ୟ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତ ସମ୍ବନ୍ଧରେ ପଗ୍ଭରିଲେ। Viz kapitola |