ମାର୍କ 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେହିପରି ଯେଉଁମାନେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରନ୍ତି, Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେହିପରି, ଯେଉଁମାନେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରନ୍ତି, Viz kapitolaଓଡିଆ ବାଇବେଲ16 ସେହିପରି ଯେଉଁମାନେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରନ୍ତି, Viz kapitolaପବିତ୍ର ବାଇବଲ (CL) NT (BSI)16 ପଥୁରିଆ ଜମିରେ ପଡ଼ିଥିବା ବିହନ ପରି ସେହି ବାର୍ତ୍ତାକୁ କେତେ ଲୋକ ଶୁଣିବାକ୍ଷଣି ଆନନ୍ଦରେ ଗ୍ରହଣ କରନ୍ତି, Viz kapitolaପବିତ୍ର ବାଇବଲ16 “ଆଉ କେତେକ ଲୋକ ପଥୁରିଆ ବୁଣା ଯାଇଥିବା ବୀଜ ଭଳି, ସେମାନେ ବାକ୍ୟ ଶୁଣନ୍ତି ଏବଂ ଶୀଘ୍ର ଆନନ୍ଦରେ ତାହା ଗ୍ରହଣ କରି ନିଅନ୍ତି। Viz kapitola |