ମାର୍କ 4:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ। Viz kapitolaପବିତ୍ର ବାଇବଲ (Re-edited) - (BSI)17 କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଳେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ। Viz kapitolaଓଡିଆ ବାଇବେଲ17 କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ । Viz kapitolaପବିତ୍ର ବାଇବଲ (CL) NT (BSI)17 କିନ୍ତୁ ଗଭୀର ଭାବରେ ତାହା ହୃଦୟଙ୍ଗମ ନ କରିବାରୁ ସେମାନେ ସେଥିରେ ସ୍ଥିର ହୋଇ ରହିପାରନ୍ତି ନାହିଁ ଏବଂ ସେହି ବାର୍ତ୍ତା ଯୋଗୁଁ ଯେତେବେଳେ ଦୁଃଖ କଷ୍ଟ ଓ ଉତ୍ପୀଡ଼ନ ଆସି ପହଞ୍ଚେ, ସେମାନଙ୍କର ପତନ ହୁଏ। Viz kapitolaପବିତ୍ର ବାଇବଲ17 କିନ୍ତୁ ତାହାର ଚେର ତାହାଙ୍କ ହୃଦୟର ଗଭୀରତାରେ ପ୍ରବେଶ କରି ପାରେ ନାହିଁ। କେବଳ କିଛି କ୍ଷଣ ପାଇଁ ସେମାନେ ବାକ୍ୟକୁ ଧରି ରଖନ୍ତି। ପରେ ଯେତେବେଳେ ବାକ୍ୟ ଯୋଗୁଁ ବିପଦ ଆସେ ବା ସେମାନେ ନିର୍ଯ୍ୟାତିତ ହୁଅନ୍ତି, ସେତେବେଳେ ସେମାନେ ତୁରନ୍ତ ବିଶ୍ୱାସ ପରିତ୍ୟାଗ କରନ୍ତି। Viz kapitola |