Online Bible

- Reklamy -




ମାର୍କ 4:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

27 ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ରହେ, କିନ୍ତୁ ବିହନ ଅଙ୍କୁରିତ ହୋଇ କିପରି ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

27 ବୀଜରୁ ଅଙ୍କୁର ବାହାରି ଦିନରାତି ବଢ଼ିବାକୁ ଲାଗେ। ସେହି ଲୋକ ଦିନରେ ଚେଇଁଥାଉ କି ରାତିରେ ଶୋଇଥାଉ, ସେଥିରେ କିଛି ଯାଏ ଆସେ ନାହିଁ। ତଥାପି ଅଙ୍କୁରଟି ଆପଣା ଛାଁଏ ବଢ଼ି ଗ୍ଭଲୁଥାଏ। ସେହ ଲୋକ ଜାଣି ପାରେ ନାହିଁ ଯେ ଅଙ୍କୁରଟି କିପରି ବଢ଼ୁଛି।

Viz kapitola kopírovat




ମାର୍କ 4:27

Následuj nás:

Reklamy


Reklamy