ମାର୍କ 4:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ। କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ଆଉ ଦୃଷ୍ଟାନ୍ତ ବିନା ଯୀଶୁ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ। କିନ୍ତୁ ଯୀଶୁ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ। Viz kapitolaଓଡିଆ ବାଇବେଲ34 ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ । କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇଦେଉଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)34 ଦୃଷ୍ଟାନ୍ତ ବ୍ୟତୀତ ସେ ସେମାନଙ୍କୁ ଉପଦେଶ ଦେଉ ନ ଥିଲେ। କିନ୍ତୁ କେବଳ ଶିଷ୍ୟମାନଙ୍କ ସହିତ ଥିବାବେଳେ ସେ ସେମାନଙ୍କୁ ସବୁ କଥା ବ୍ୟାଖ୍ୟା କରୁଥିଲେ। Viz kapitolaପବିତ୍ର ବାଇବଲ34 ଯୀଶୁ ଲୋକଙ୍କୁ ଉପଦେଶ ଦେଲାବେଳେ ସବୁବେଳେ ଦୃଷ୍ଟାନ୍ତର ପ୍ରୟୋଗ କରୁଥିଲେ। କିନ୍ତୁ ଯୀଶୁଙ୍କ ସହିତ ତାହାଙ୍କ ଶିଷ୍ୟମାନେ ଏକୁଟିଆ ଥିବା ବେଳେ, ଯୀଶୁ ସେମାନଙ୍କୁ ସବୁଗୁଡ଼ିକର ଅର୍ଥ ସ୍ପଷ୍ଟ ଭାବରେ ବୁଝେଇ ଦେଉଥିଲେ। Viz kapitola |