ମାର୍କ 4:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କଅଣ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ?” Viz kapitolaପବିତ୍ର ବାଇବଲ (Re-edited) - (BSI)40 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କଅଣ ! ତୁମ୍ଭମାନଙ୍କର ବିଶ୍ଵାସ ନାହିଁ? Viz kapitolaଓଡିଆ ବାଇବେଲ40 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ ? ଏ କ'ଣ ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ ? Viz kapitolaପବିତ୍ର ବାଇବଲ (CL) NT (BSI)40 ତା’ପରେ ଯୀଶୁ ଶିଷ୍ୟମାନଙ୍କୁ ପଚାରିଲେ, “କାହିଁକି ଏତେ ଡ଼ରୁଛ? ଏପର୍ଯ୍ୟନ୍ତ କ’ଣ ତୁମ୍ଭମାନଙ୍କର ବିଶ୍ୱାସ ଆସି ନାହିଁ?” Viz kapitolaପବିତ୍ର ବାଇବଲ40 ତା'ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଭୟ କରୁଛ? ଏ ପର୍ଯ୍ୟନ୍ତ କ’ଣ ତୁମ୍ଭମାନଙ୍କର ବିଶ୍ୱାସ ହୋଇ ନାହିଁ?” Viz kapitola |