ମାର୍କ 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୂର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁଥର ବିନତି କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୂର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁ ଥର ବିନତି କଲା। Viz kapitolaଓଡିଆ ବାଇବେଲ18 ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୁର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁଥର ବିନତି କଲା । Viz kapitolaପବିତ୍ର ବାଇବଲ (CL) NT (BSI)18 ଯୀଶୁ ନୌକାରେ ଚଢ଼ିବାକୁ ଗଲାବେଳେ ଭୂତମାନଙ୍କ କବଳରୁ ରକ୍ଷା ପାଇଥିବା ଲୋକଟି ତାଙ୍କ ସହିତ ଯିବା ପାଇଁ ଅନୁମତି ମାଗିଲା। Viz kapitolaପବିତ୍ର ବାଇବଲ18 ଯୀଶୁ ଡଙ୍ଗାରେ ବସି ଗ୍ଭଲି ଯିବାକୁ ପ୍ରସ୍ତୁତ ହେଲେ। ଯିଏ ପୂର୍ବରୁ ଦୁଷ୍ଟାତ୍ମା ଦ୍ୱାରା ଆକ୍ରାନ୍ତ ହୋଇଥିଲା, ସେ ଯୀଶୁଙ୍କ ସହିତ ଯିବାକୁ ତାହାଙ୍କୁ ଅନୁରୋଧ କଲା। Viz kapitola |