ମାର୍କ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯୀଶୁ ନୌକାରୁ ଓହ୍ଲାଇବା ମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଯୀଶୁ ନୌକାରୁ ଓହ୍ଳାଇବାମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା। Viz kapitolaଓଡିଆ ବାଇବେଲ2 ଯୀଶୁ ନୌକାରୁ ଓହ୍ଲାଇବାମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧିସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା । Viz kapitolaପବିତ୍ର ବାଇବଲ (CL) NT (BSI)2 ଯୀଶୁ ନୌକାରୁ ଓହ୍ଲାଇବାକ୍ଷଣି ସେଠାରେ ଥିବା କବର ଗୁମ୍ଫା ଭିତରୁ ଜଣେ ଭୂତଗ୍ରସ୍ତ ଲୋକ ଆସି ତାଙ୍କୁ ଭେଟିଲା। Viz kapitolaପବିତ୍ର ବାଇବଲ2 ଯୀଶୁ ଡଙ୍ଗାର ବାହାରକୁ ଆସିବା ମାତ୍ରେ ଗୋଟିଏ ଲୋକ କବର ମଧ୍ୟରୁ ବାହାରି ତାହାଙ୍କ ପାଖକୁ ଆସିଲା ତା’ ଦେହରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା। Viz kapitola |