ମାର୍କ 5:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 କାରଣ ସେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି। Viz kapitolaପବିତ୍ର ବାଇବଲ (Re-edited) - (BSI)28 କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି। Viz kapitolaଓଡିଆ ବାଇବେଲ28 କାରଣ ସେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି । Viz kapitolaପବିତ୍ର ବାଇବଲ (CL) NT (BSI)28 ପଛକୁ ଆସି ଭାବୁଥିଲା, “ମୁଁ ଯଦି ତାଙ୍କ ବସ୍ତ୍ରକୁ ଟିକିଏ ଛୁଇଁ ଦେବି, ତେବେ ମୁଁ ସୁସ୍ଥ ହୋଇଯିବି।” Viz kapitolaପବିତ୍ର ବାଇବଲ28 ସେ ମନେ ମନେ କହୁଥିଲା, “ଯଦି ମୁଁ ଖାଲି ଟିକିଏ ତାହାଙ୍କ ବସ୍ତ୍ର ଛୁଁଇ ପାରିବି ତେବେ ଭଲ ହୋଇଯିବି।” Viz kapitola |