Online Bible

- Reklamy -




ମାର୍କ 5:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତାହାଙ୍କ ଶିଷ୍ୟମାନେ ତାହାଙ୍କୁ କହିଲେ, ଆପଣ ଦେଖୁଅଛନ୍ତି ଯେ, ଲୋକସମୂହ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି, ଆଉ ଆପଣ କହୁଅଛନ୍ତି, “କିଏ ମୋତେ ଛୁଇଁଲା?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ତାହାଙ୍କ ଶିଷ୍ୟମାନେ ତାହାଙ୍କୁ କହିଲେ, ଆପଣ ଦେଖୁଅଛନ୍ତି ଯେ, ଲୋକସମୂହ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି, ଆଉ ଆପଣ କହୁଅଛନ୍ତି, କିଏ ମୋତେ ଛୁଇଁଲା?

Viz kapitola kopírovat

ଓଡିଆ ବାଇବେଲ

31 ତାହାଙ୍କ ଶିଷ୍ୟମାନେ ତାହାଙ୍କୁ କହିଲେ, ଆପଣ ଦେଖୁଅଛନ୍ତି ଯେ, ଲୋକସମୂହ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି, ଆଉ ଆପଣ କହୁଅଛନ୍ତି, କିଏ ମୋତେ ଛୁଇଁଲା ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

31 ତାଙ୍କ ଶିଷ୍ୟମାନେ ଉତ୍ତର ଦେଲେ, “ଆପଣ ତ ଦେଖୁଛନ୍ତି, କେମିତି ଆପଣଙ୍କ ଚାରିପାଖେ ଲୋକ ଭିଡ଼ ହୋଇଛି। ଆପଣଙ୍କୁ କିଏ ଛୁଇଁଲା ବୋଲି ପଚାରୁଛନ୍ତି କାହିଁକି?”

Viz kapitola kopírovat

ପବିତ୍ର ବାଇବଲ

31 ଶିଷ୍ୟମାନେ ଯୀଶୁଙ୍କୁ କହିଲେ, “ଏଠାରେ ତ ଅନେକ ଲୋକ ଆପଣଙ୍କ ଆଡ଼କୁ ଠେଲି ହୋଇ ଯାଉଛନ୍ତି। ପୁଣି ଆପଣ ପଗ୍ଭରୁଛନ୍ତି, “ମୋତେ କିଏ ଛୁଇଁଲା?”

Viz kapitola kopírovat




ମାର୍କ 5:31

Následuj nás:

Reklamy


Reklamy